ରାଜ୍ୟ

ବୌଦ୍ଧ ୫୭ନମ୍ବର ଜାତୀୟ ରାଜପଥ ମେହେରୁଣୀ ନାଳ ନିକଟରେ ଓଲଟିଲା ବସ୍‌ , ୫ ଗୁରୁତର

ବୌଦ୍ଧ : ଓଲଟିଲା ବସ୍‌ ,୫ ଗୁରୁତର । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ମେହେରୁଣୀ ନାଳ ନିକଟରେ ଦୁର୍ଘଟଣା । ଡଲଫିନ୍ ନାମକ ଏକ ଘରୋଇ ବସ୍‌ ୩୫ ଜଣ ଯାତ୍ରୀଙ୍କୁ ଧରି ରାୟପୁର ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି ।

ଏନେଇ ଖବର ପାଇବାପରେ ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

Sonalisa

Recent Posts

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

2 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

8 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

16 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

19 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

26 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

51 mins ago