Below header

ଭୁବନେଶ୍ୱରରୁ ନବରଙ୍ଗପୁର ଯାଉଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ହେଲପର ମୃତ

ନବରଙ୍ଗପୁର (କେନ୍ୟୁଜ) : ଓଡ଼ିଶା ବସ୍ ଆନ୍ଧ୍ରରେ ଦୁର୍ଘଟଣାଗ୍ରସ୍ତ । ଆନ୍ଧ୍ରର ସୋମପେଟା ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସ୍‌ର ହେଲପରଙ୍କ ମୃତ୍ୟୁ ହୋଇଛି । ସେହିପରି ଏହି ଦୁର୍ଘଟଣାରେ ୫ଜଣ ଗୁରୁତର ହୋଇଛନ୍ତି ।ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

accidentତ୍ରିପାଠୀ ନାମକ ଏକ ଯାତ୍ରୀବାହୀ ବସ୍‌ ଭୁବନେଶ୍ୱରରୁ ନବରଙ୍ଗପୁର ଯାଉଥିଲା । ନବରଙ୍ଗପୁର ଯିବା ବେଳେ ଆନ୍ଧ୍ର ସୀମା ଦେଇ ଯିବାକୁ ପଡେ । ଭୋରରୁ କୁହୁଡି ଯୋଗୁ ଏକ ଟିପ୍ପରକୁ ଧକ୍କା ଦେବାରୁ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ବସ୍‌ରେ ୩୩ ଜଣ ଯାତ୍ରୀ ଥିଲେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.