ନୟାଗଡ଼ : ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ । ୧୯ ଛାତ୍ରଛାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି । ଡ୍ରାଇଭର ଗୁରୁତର । ସମସ୍ତେ କଟକ SCB ମେଡିକାଲ କଲେଜର ଶେଷବର୍ଷର ଛାତ୍ରଛାତ୍ରୀ ।
କୋଭିଡ ଡ୍ୟୁଟି ପାଇଁ ବଲାଙ୍ଗୀର ଯାଉଥିଲେ । ଦଶପଲ୍ଲା ନିକଟ ଦୁର୍ଗାପ୍ରସାଦଠାରେ ବସ୍ଟି ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଇଥିଲା । ସମସ୍ତଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଆଜିକାଲି ରାକ୍ଷୀ ସାୱନ୍ତ ନିଜ ସ୍ୱାସ୍ଥ୍ୟା ସମସ୍ୟାକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଅସୁସ୍ଥତା ହେତୁ ରାକ୍ଷୀ ସାୱନ୍ତଙ୍କୁ…
ବାଲୁଗାଁ(କେନ୍ୟୁଜ୍): ଇଏ ଆଶ୍ଚର୍ଯ୍ୟର କଥା ନୁହେଁ ତ ଆଉ କଣ? ଦୁହେଁ ସିନା ପିଲାଟିବେଳୁ ଦେଖିବାକୁ ଏକାପରି ଥିଲେ, ହେଲେ…
ଆଜିର ସମୟରେ ସୋସିଆଲ ମିଡିଆର ବ୍ୟବହାର ଏକ ସାଧାରଣ କଥା ହୋଇଗଲାଣି । ପ୍ରତ୍ୟେକ ବ୍ୟକ୍ତି ସୋସିଆଲ ମିଡିଆରେ ବେଶ୍…
ମଧ୍ୟପ୍ରଦେଶର ଛିନ୍ଦଓ୍ଵାଡା ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ । ଟାଙ୍ଗିଆରେ ହାଣି ୮ ଜଣଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା…
ଆପଣମାନେ ତ ଜାଣିଥିବେ ମିଠା ଖାଇବା ପାଇଁ ଲୋକଙ୍କ ଇଚ୍ଛା କୌଣସି ସମୟରେ ମଧ୍ୟ ହୋଇପାରେ । ତେବେ ଯେତେବେଳେ…
ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…