ଟିଟିଲାଗଡ଼: ଟିଟିଲାଗଡ଼ରେ ବସ୍ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ଢାବା ନିକଟରେ ଓଲଟି ପଡ଼ିଲା ଘରୋଇ ବସ୍ । ରଘୁନାଥ ଟ୍ରାଭେଲ୍ସ ନାମ ଘରୋଇ ବସ୍ଟି ସୁନାବେଢାରୁ ଭୁବନେଶ୍ୱର ଯାଉଥିଲା ।
ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ବଲାଙ୍ଗିର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି । ବସ୍ରେ ପ୍ରାୟ ୩୫ ଜଣ ଯାତ୍ରୀ ଥିଲେ ।
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…