କେନ୍ଦୁଝର: କାଳିକାପ୍ରସାଦ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍ । ବସ୍ ଟି ରିମୂଳି ପଟୁ ଚମ୍ପୁଆ ଯାଉଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଏଥିରେ ୧୭ଜଣ ଆହତଙ୍କୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତି କରାଯାଇଥିବା ବେଳେ ସାମାନ୍ୟ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡିଦିଆ ଯାଇଛି ।
ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ଅଛନ୍ତି । ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବସରେ ପାଖାପାଖି ୫୦ଜଣ ଯାତ୍ରୀ ଥିଲେ । ଦୁର୍ଘଟଣା ପରେ ବସ୍ କର୍ମଚାରୀ ମାନେ ଫେରାର ହୋଇଯାଇଛନ୍ତି । ବସଟି ବଡ଼ବିଲରୁ ଚମ୍ପୁଆ ଭାୟା ରିମୂଲି ଦେଇ ଆସୁଥିଲା ।
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…