ରାଜ୍ୟ

ବାଲିଗୁଡ଼ା : ପୋଲ ଉପରୁ ୧୫ ଫୁଟ ତଳକୁ ଖସିଲା ବସ୍‌, ୨୦ରୁ ଅଧିକ ଆହତ

ବାଲିଗୁଡ଼ା (କେନ୍ୟୁଜ୍‌) : ଭାରସାମ୍ୟ ହରାଇ ବ୍ରିଜରୁ ଖସିଲା ଯାତ୍ରୀବାହୀ ବସ l କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଶ୍ରାମ୍ଭୁକିଆ ବ୍ରିଜ ନିକଟରେ ୧୫ ଫୁଟ ତଳକୁ ଖସିଲା ଘରୋଇ ଓମ ଭବାନୀ ବସ୍‌ l ଦୁର୍ଘଟଣା ରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୧୫ରୁ ଅଧିକ ଯାତ୍ରୀ ଅଳ୍ପ ଆହତ ହୋଇଛନ୍ତି l

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରିବା ସହ ଅଟୋ ସହାୟତାରେ ବାଲିଗୁଡା ମେଡିକାଲରେ ଭର୍ତ୍ତି କରାଇଛନ୍ତି l ତେବେ ବସ ଦୁର୍ଘଟଣା ପରେ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଥିବା ସୂଚନା ମିଳିଛି l ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି l ଘରୋଇ ଯାତ୍ରୀବାହୀ ବସ ଓମ ଭବାନୀ କୋଟଗଡ଼ରୁ ବୁଡ଼ାଗୁଡ଼ା ଯାଉଥିବା ସମୟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି l ତେବେ ଦୁର୍ଘଟଣାରେ ଆହତ ଙ୍କ ମଧ୍ୟରେ ୬ ଜଣ ଶିଶୁ ରହିଥିବା ଜଣା ପଡିଛି ।

 

KNews Bureau

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

4 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

10 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

40 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

47 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago