ଜଳେଶ୍ୱର (କେନ୍ୟୁଜ୍): ତୀର୍ଥଯାତ୍ରୀ ବସକୁ ଧକ୍କା ଦେଲା ବସ୍। ଦୁର୍ଘଟଣାରେ ୧୦ ଗୁରୁତର। ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥ ଭେଲୋରା ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି ।
ସୂଚନା ଅନୁଯାୟୀ ଜ୍ୟୋତି ଟ୍ରାଭେଲସ ନାମକ ଏକ ବସ୍ ୨୫ ଜଣ ଯାତ୍ରୀଙ୍କୁ ନେଇ ବିହାରରୁ ପୁରୀ ଯାଉଥିବାବେଳେ ପଛରୁ ଆସୁଥିବା ଅନ୍ୟ ଏକ ବସ୍ ଧକ୍କା ଦେଇଥିଲା। ୧୦ ଗୁରୁତରଂକୁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ବସ୍ତା ପୋଲିସର ତଦନ୍ତ ଜାରି ରହିଛି। ଅନ୍ୟ ଯାତ୍ରୀମାନଂକୁ ଉଦ୍ଧାର କରାଯାଇ ଗନ୍ତବ୍ୟସ୍ଥଳକୁ ପଠାଯାଉଛି।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…