Below header

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୧୦ରୁ ଅଧିକ ଆହତ

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ୧୦ରୁ ଅଧିକ ଆହତ । ୧୬ ନମ୍ବର ଜାତୀୟ ରାଜପଥର ଯାଜପୁର ଜିଲ୍ଲା ବଡଚଣା ନିକଟରେ ଦୁର୍ଘଟଣା ଘଟିଛି। ବସଟି ବାଲେଶ୍ବରରୁ କଟକ ଅଭିମୁଖେ ଯାଉଥିଲା ।

ଯାଜପୁର(କେନ୍ୟୁଜ): ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ୧୦ରୁ ଅଧିକ ଆହତ । ୧୬ ନମ୍ବର ଜାତୀୟ ରାଜପଥର ଯାଜପୁର ଜିଲ୍ଲା ବଡଚଣା ନିକଟରେ ଦୁର୍ଘଟଣା ଘଟିଛି। ବସଟି ବାଲେଶ୍ବରରୁ କଟକ ଅଭିମୁଖେ ଯାଉଥିଲା ।

ବଡଚଣା ନିକଟରେ ଏକ ଗହମ ବୋଝେଇ ଟ୍ରକ ପଛପଟୁ ଧକ୍କା ଦେଇଥିଲା । ଆହତଙ୍କୁ ବଡଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ୨ଜଣଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.