ବାଘମାରୀ ରାସ୍ତା ସିମୋର ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍: ୨୦ ଗୁରୁତର, ୧୦ ଆହତ

ବ୍ରହ୍ମଗିରି(କେନ୍ୟୁଜ୍): ରାସ୍ତାକଡ଼କୁ ଖସିଲା ବସ୍ । ବାଘମାରୀ ରାସ୍ତାର ସିମୋର ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍ । ବାଙ୍କୀରୁ ଭୁବନେଶ୍ୱର ଯାଉଥିବା ବେଳେ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ।

ଦୁର୍ଘଟଣାରେ ୨୦ଜଣ ଗୁରୁତର ଥିଲା ବେଳେ ୧୦ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତ ଯାତ୍ରୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.