ବୌଦ୍ଧ : ପୁଣି ଓଲଟିଲା ଯାତ୍ରୀ ବାହୀ ବସ୍ । ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ । ବୌଦ୍ଧ ଜିଲ୍ଲା ଖୁଣ୍ଟବନ୍ଧ ନିକଟରେ ଦୁର୍ଘଟଣାରେ ୪ଜଣ ଆହତ ହୋଇଛନ୍ତି ।
ଭୋର ସମୟରେ ମୁନଲାଇଟ୍ ନାମକ ଏକ ଯାତ୍ରୀବାହୀ ବସ୍ ଭବାନୀପାଟଣାରୁ ଭୁବନେଶ୍ୱର ଯାଉଥିବା ବେଳେ ଭାରସାମ୍ୟ ହରାଇ ଖୁଣ୍ଟବନ୍ଧ ନିକଟରେ ଇଲେକ୍ଟ୍ରି ପୋଲରେ ପିଟି ହୋଇ ଓଲଟି ପଡିଥିଲା । ଖବର ପାଇ ବୌଦ୍ଧ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଘଟଣା ସମ୍ପର୍କରେ ଅଧିକ ତଦନ୍ତ କରୁଛି ପୋଲିସ୍ ।
ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…
ଭୁବନେଶ୍ଵର(କେନ୍ୟୁଜ୍): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…
ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…
ଗଞ୍ଜାମ(କେନ୍ୟୁଜ୍): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…
ଭୁବନେଶ୍ୱର(କେନ୍ୟୁଜ୍): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…
ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…