ପିପିଲି ଟୋଲ ଗେଟ ନିକଟରେ ଓଲଟିଲା ବସ: ଜଣେ ମୃତ , ୧୫ ଆହତ

ପିପିଲି (କେନ୍ୟୁଜ): ପିପିଲି ଟୋଲ ପ୍ଲାଜା ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରିବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି ।

ସ୍ଥାନୀୟ ଲୋକେ ଏହାଦେଖି ଘଟଣାସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହ ପୋଲିସକୁ ଖବର ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.