ରାଜ୍ୟ

ଭୁବନେଶ୍ୱର ଜୟଦେବ ବିହାର ନିକଟରେ ଡିଭାଇଡରରେ ପିଟି ହୋଇ ଓଲଟିଲା ବସ୍‌, ୧୦ରୁ ଅଧିକ ଶ୍ରମିକ ଆହତ

ଭୁବନେଶ୍ୱର(କେନ୍ୟୁଜ୍) : ଡିଭାଇଡରରେ ପିଟି ହୋଇ ଓଲଟି ପଡିଲା ବସ୍‌। ଭୁବନେଶ୍ୱର ଜୟଦେବ ବିହାରରେ ଦୁର୍ଘଟଣା। ପ୍ରାୟ ୧୦ରୁ ଅଧିକ ଶ୍ରମିକ ଦୁର୍ଘଟଣାରେ ଆହତ ହୋଇଛନ୍ତି। ଗୁରୁତରଙ୍କୁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ ଆଜି ସକାଳେ ବସ୍‌ଟି ଶର୍ମିକ ମାନଙ୍କୁ ନେଇ ନୟାପଲ୍ଲୀରୁ ପଟିଆ ଯାଉଥିଲା। ଏହି ସମୟରେ ଜୟଦେବ ବିହାର ଓଭର ବ୍ରିଜ ତଳେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଓଲଟି ପଡିଥିଲା। ପୋଲିସ ଘଟମାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍‌କୁ ରାସ୍ତାରୁ ହଟାଇବା ସହ ତଦନ୍ତ କରୁଛି। ଓଭରଲୋଡିଂ କାରଣରୁ ଦୁର୍ଘଟଣା ଘଟିଥିବା ପ୍ରତ୍ୟେକ୍ଷଦର୍ଶୀ କହିଛନ୍ତି।

Sonalisa

Recent Posts

ଦଙ୍ଗଲ ଅଭିନେତ୍ରୀ ଜାୟରା ଓ୍ଵାସିମଙ୍କ ପିତାଙ୍କ ନିଧନ, ଫ୍ୟାନ୍ସଙ୍କୁ ଏମିତି ଅପିଲ କଲେ ଜାୟରା

ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…

21 mins ago

ସିଏମଓରେ କାର୍ଯ୍ୟରତ ଆଇପିଏସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…

22 mins ago

ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି, କେକେଆର ଏବଂ ଶାହରୁଖଙ୍କ ମିଳିଲା ଶୁଭେଚ୍ଛା

ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…

47 mins ago

ଲଞ୍ଚ ହେବ Motorola Moto G85, ୟୁଜରଙ୍କୁ ପସନ୍ଦ ଆସିବ କର୍ଭଡ୍‌ ସ୍କ୍ରିନ୍‌ ସରଫେସ୍‌

Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…

49 mins ago

ଭୁବନେଶ୍ବରରୁ ସିଧା ମାଲେସିଆ, ସପ୍ତାହରେ ଚାରି ଦିନ ଉଡ଼ିବ ବିମାନ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…

50 mins ago

ମହାକାଳପଡ଼ା: ଗାତରେ ଫସିଗଲା ବଉଳା କୁମ୍ଭୀର

ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର ।  ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର ।  କେନ୍ଦ୍ରାପଡା…

1 hour ago