କାଲି ସକାଳ ୬ଟା ଠାରୁ ଦିନ ୧ଟା ପର୍ଯ୍ୟନ୍ତ ବସ ଚଳାଚଳ ବନ୍ଦ

ଭୁବନେଶ୍ୱର(କେ ନ୍ୟୁଜ): ଆସନ୍ତା କାଲି ସକାଳ ୬ଟା ଠାରୁ ଦିନ ୧ ଟା ପର୍ଯ୍ୟନ୍ତ ବାସ ଚଳାଚଳ ବନ୍ଦ ରହିବ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବସ ମାଲିକ ସଂଘ । ସୋମବାର ଅର୍ଥାତ ଆସନ୍ତା କାଲି କଂଗ୍ରେସ ତରଫରୁ ରାଜ୍ୟ ବ୍ୟାପି ବନ୍ଦ ଡାକରା ଦିଆଯାଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହା ସହ ରାଜ୍ୟର ସମସ୍ତ ସ୍କୁଲକୁ ବି କାଲି ବନ୍ଦ ରଖାଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.