ଚୈଦ୍ବାର(କେନ୍ୟୁଜ୍): ଚୈଦ୍ବାର-ଟଙ୍ଗୀଥାନା ଅନ୍ତର୍ଗତ ୧୬ ଜାତୀୟ ରାଜପଥର ପଶୁପତିଗଡ଼ ଠାରେ ବସ ଟ୍ରକ ଧକ୍କା । ଘଟଣା ସ୍ଥଳରେ ୧୫ ଯାତ୍ରୀ ଗୁରୁତର ଆହାତ ହୋଇଛନ୍ତି। ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫେରାରା ହୋଇଯାଇଛି। ସୂଚନା ମୁତାବକ କପିଳାସ ପଟୁ ଏକ ମାଲ ବୋଝେଇ ଟ୍ରକ ରେଳଷ୍ଟେସନ ଅତିକ୍ରାନ୍ତ କରି ଫେରୁଥିବା ବେଳେ କଟକରୁ ଡୁବୁରୀ ଅଭିମୁଖେ ଯାଉଥିବା ଜେନା ନାମକ ଏକ ଘରୋଇ ସେହି ମାଲ ବୋଝେଇ ଟ୍ରକର ପଛ ପଟକୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହାତ ୧୫ ଜଣ ଯାତ୍ରୀଙ୍କୁ ଉଦ୍ଧାର କରି କଟକକୁ ସ୍ଥାନାନ୍ତରିତ କରିଛି।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…