ଗ୍ରୀନ ଜୋନରେ ଚାଲିବ ବସ୍, ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ବର: ଗ୍ରୀନ ଜୋନରେ ଚାଲିବ ବସ୍ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବସ ଚାଲିବ । ରାଜ୍ୟ ସରକାର ଉଦ୍ୟମ କରୁଥିବା କହିଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ଗ୍ରୀନ ଜୋନରେ ବସ ଚାଲିବା ପାଇଁ ସରକାର ବ୍ୟବସ୍ଥା କରୁଛନ୍ତି । ଉଭୟ ଘରୋଇ ଓ ଅନ୍ୟାନ୍ୟ ବସକୁ କଣ ସୁବିଧା ଦେଇ ହେବ ସେଥିପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଅପେକ୍ଷା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.