ରାଜ୍ୟ

ରାଜ୍ୟରେ ଅସହ୍ୟ ତାତି: ଦିନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୯ ଡିଗ୍ରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଅସହ୍ୟ ତାତି । ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି । ଆଜି ଦିନ ୧୧ ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ସର୍ବାଧିକ ୩୯ ଡ଼ିଗ୍ରୀ ତାତି ରେକର୍ଡ କରାଯାଇଛି । ସେହିପରି ଝାରସୁଗୁଡା -୩୮.୪ ଡ଼ିଗ୍ରୀ, ସମ୍ବଲପୁର- ୩୮.୨ ଡ଼ିଗ୍ରୀ, ହୀରାକୁଦ- ୩୭.୪ ଡ଼ିଗ୍ରୀ, ଚାନ୍ଦବାଲି- ୩୬.୬ ଡ଼ିଗ୍ରୀ, କେନ୍ଦୁଝର- ୩୬.୪ ଡ଼ିଗ୍ରୀ ,ଗୋପାଳପୁର- ୩୪.୬ ଡ଼ିଗ୍ରୀ, ବାଲେଶ୍ୱର- ୩୩.୬ ଡ଼ିଗ୍ରୀ , ପୁରୀ- ୩୩ ଡ଼ିଗ୍ରୀ ଓ ପାରାଦୀପରେ ୩୨.୬ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

 

Barsha

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

17 mins ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

3 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

3 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

4 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

4 hours ago