ଆସନ୍ତାକାଲି ଯାଜପୁରର ପ୍ରସିଦ୍ଧ ବ୍ୟାସ ସରୋବର ମେଳା ଓ ମହୋତ୍ସବ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବ୍ୟାସନଗର ପୌର ପରିଷଦ ପକ୍ଷରୁ ଆୟୋଜିତ ହେଉଥିବା ଏହି ମହୋତ୍ସବ ୧୫ରେ ଶେଷ ହେବ। ଯାଜପୁର ଜିଲ୍ଲାପାଳ ଏହାକୁ ଉଦ୍ଘାଟନ କରିବେ। ମହୋତ୍ସବର ପ୍ରତ୍ୟେକ ଦିନ ସଂଧ୍ୟାରେ ନାମିଦାମୀ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ। ଓରମାସ୍, ଏମ୍ଏସ୍ଏମ୍ଇ , ହ୍ୟାଣ୍ଡଲୁମ୍ ଓ ହ୍ୟାଣ୍ଡିକ୍ରାଫ୍ଟ ଷ୍ଟଲମାନ ଖୋଲାଯିବ।
ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…
ଭୁବନେଶ୍ଵର(କେନ୍ୟୁଜ୍): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…
ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…
ଗଞ୍ଜାମ(କେନ୍ୟୁଜ୍): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…
ଭୁବନେଶ୍ୱର(କେନ୍ୟୁଜ୍): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…
ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…