କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ ମଂଜୁରୀ। ରାଜ୍ୟର ଶିଶୁ, କିଶୋରୀ, ଗର୍ଭବତୀ ଓ ପ୍ରସୂତିଙ୍କ ପୁଷ୍ଟି ସାଧାନ ସହ ଉତ୍ତମ ସ୍ୱାସ୍ଥ୍ୟ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏହି ଯୋଜନା କାର୍ଯ୍ୟକରିବ। ଆସନ୍ତା ୫ ବର୍ଷରେ ଖର୍ଚ୍ଚ ହେବ ୩୩୫୪ କୋଟି ଟଙ୍କା। ଏଥିରେ ୬ ବର୍ଷରୁ କମ ବୟସର ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ ସହ ଅଣ୍ଡା ଦିଆଯିବ।
ସେହିପରି ୧୫ରୁ ୧୯ ବର୍ଷର କିଶୋରୀଙ୍କୁ ଅଣ୍ଡା, ଲଡୁ ଓ ପୁଷ୍ଟିକର ଖାଦ୍ୟ, ଗର୍ଭବତୀ ଓ ପ୍ରସୂତିଙ୍କୁ ଟେକ୍ ହୋମ୍ ରାସନରେ ପୁଷ୍ଟିକର ଖାଦ୍ୟ ସହ ଅଣ୍ଡା ଓ ମିଲେଟ୍ ଦିଆଯିବ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…