Below header

ବିଧାନସଭା ଅଧିବେଶନ ପୂର୍ବରୁ ବସିଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର (କେନ୍ୟୁଜ୍) : ବିଧାନସଭା ଅଧିବେଶନ ପୂର୍ବରୁ ବସିଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସକାଳ ୯ଟା ୪୫ରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ କ୍ୟାବିନେଟ୍‌ ବୈଠକ ଆରମ୍ଭ ହୋଇଛି । ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ସାଧାରଣ ପ୍ରଶାସନ ବିଭାଗ ସହିତ ନିର୍ମାଣ ବିଭାଗ ଓ ଉଚ୍ଚଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.