ଆଜି ବସୁଛି ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟାରେ ଏହି ବୈଠକ ବସିବ । ବୈଠକରେ ୪ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ଏହାସହ ଆସନ୍ତା ୩୦ ତାରିଖରେ ରାଜ୍ୟର ୬୬ ପୌରାଞ୍ଚଳର କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି । ତେଣୁ ସରକାର ପୌରାଞ୍ଚଳର କାର୍ଯ୍ୟ ଅବଧି ୬ ମାସ ଘୁଞ୍ଚାଇ ଦେଇ ପାରନ୍ତି । ଗତ ସୋମବାର କ୍ୟାବିନେଟ୍ ବୈଠକ ବସିବାର କାର୍ଯ୍ୟକ୍ରମ ଥିଲେ ମଧ୍ୟ ଶେଷ ମୁହୂର୍ତ୍ତରେ ତାହାକୁ ବାତିଲ୍ କରି ଦିଆଯାଇଥିଲା।
ବ୍ରହ୍ମପୁର : ଗଞ୍ଜାମ ଗଜପତି ଜିଲ୍ଲା ସୀମାନ୍ତ କାନକଟା ଘାଟିରେ ହାଇୱାକୁ ପିଟିହେଲା ବସ । ଅଳ୍ପକେ ବର୍ତ୍ତିଲେ ୪୦…
ଭୁବନେଶ୍ୱର : କିଟ୍ ଓ କିସ୍ ହେଉଛି କ୍ରୀଡାର ହବ୍ । କିସରେ ଯୋଡି ହେବାକୁ ଯାଉଛି ସର୍ବବୃହତ ସାଇକେଲ…
କେନ୍ୟୁଜ(ବ୍ୟୁରୋ) : ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଆଜିକାଲି ଘରେ ପକ୍ଷୀମାନଙ୍କୁ ପଞ୍ଜୁରୀରେ ରଖିବା ଏକ ପ୍ରକାର ଟ୍ରେଣ୍ଡ ପାଲଟିଗଲାଣି । ନିଜ ସଉକ ପାଇଁ କଥା…
ସାଉଦି ଆରବରେ ହିଟ୍ ଷ୍ଟ୍ରୋକ୍ ମୃତ୍ୟୁର ତଣ୍ଡବ ରଚିଛି । ରିପୋର୍ଟରୁ ଜଣାପଡ଼ିଛି, ଚଳିତ ବର୍ଷ ମକ୍କାରେ ହିଟ୍ ୱେଭ୍…
କଥାରେ ଅଛି ବିଶ୍ୱାସେ ମିଳଇ ହରି, ତର୍କେ ବହୁଦୂର । ଯେଉଁଠି ବିଶ୍ୱାସ ଅଛି ସେଠି ଭଗବାନ ଅଛନ୍ତି ,…