Below header

ବହୁଚର୍ଚ୍ଚିତ ମାନସ ସ୍ୱାଇଁ ହତ୍ୟା ମାମଲା: ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ସହ ସହଯୋଗୀ ଝୁନା ଗିରଫ

ଭଦ୍ରକ(କେନ୍ୟୁଜ):ବହୁଚର୍ଚ୍ଚିତ ମାନସ ସ୍ୱାଇଁ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ଗିରଫ। ସହଯୋଗୀ ଝୁନା ଭୋଇ ମଧ୍ୟ ଗିରଫ। ଭଦ୍ରକର ନାଳଙ୍ଗ ଅଞ୍ଚଳରୁ ଉଭୟଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ୨ ଜଣଙ୍କୁ ଚାନ୍ଦବାଲି jmfc କୋର୍ଟରେ ହାଜର କରାଯିବ। ୧୦ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ କରାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.