ରାଜ୍ୟ

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ, ୩ ରୁ ୬ ଯାଏଁ ଆସିବାକୁ ବାଧ୍ଯ

(କେନ୍ୟୁଜ): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲର କିଛି ସ୍ଥାନାରେ ମାତ୍ରଧିକ ବର୍ଷାର ପୂର୍ବାନୁମାନ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି କୃଷି ବିଭାଗର କ୍ଷେତ୍ର ସ୍ତରୀୟ ଅଧିକାରୀଙ୍କୁ ହାଇଆଲର୍ଟରେ ରଖାଯାଇଛି । ଏଥିସହ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମର କୃଷି ବିଭାଗ ଅଧିକାରୀଙ୍କ ରବିବାର ଛୁଟି ବାତିଲ କରାଯାଇଛି ।

ସମ୍ଭାବ୍ୟ ଅଦିନିଆ ବର୍ଷା ଯୋଗୁ ଫସଲ ସୁରକ୍ଷା ପାଇଁ ଚାଷୀଙ୍କୁ ପରାମର୍ଶ ଦେଇଛି କୃଷି ବିଭାଗ । କଟା ହୋଇଥିବା ଧାନ ଅମଳ କରି ସୁରକ୍ଷିତ ସ୍ଥାନରେ ସାଇତି ରଖନ୍ତୁ । ବିଳମ୍ବ କିସମ ଧାନ ଜମିରୁ ବଳକା ପାଣି ନିଷ୍କାସନ କରିବା ପାଇଁ ନାଳି କରନ୍ତୁ ଓ ନାଳି ମୁହଁ ଖୋଲା ରଖନ୍ତୁ । ପନିପରିବା ତଥା ରବି ଫସଲରେ ଜଳ ନିଷ୍କାସନ ପାଇଁ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛି କୃଷି ବିଭାଗ । ସବୁ ରବି ଫସଲ ଲଗାଇବା କିମ୍ବା ବୁଣିବା ସାମୟିକ ସ୍ଥଗିତ ରଖିବାକୁ କୁହାଯାଇଛି ।.

 

 

 

Barsha

Recent Posts

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

28 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

29 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

33 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

39 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

42 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

53 mins ago