ରାଜ୍ୟ

ବମିଖାଲ ଓଭରବ୍ରିଜରୁ ତଳକୁ ଖସିଲା କାର, ଡ୍ରାଇଭର ମୃତ

ଭୁବନେଶ୍ୱର (କେନ୍ୟୁଜ): ବମିଖାଲ ଓଭରବ୍ରିଜରୁ ତଳକୁ ଖସିଲା କାର। ଦୁର୍ଘଟଣାରେ ଯୁବ ଡାକ୍ତର ଅମିତ ବିଷୋୟୀଙ୍କ ମୃତ୍ୟୁ । ଅମିତ ଗଞ୍ଜାମ ଅଞ୍ଚଳର ହୋଇଥିବା ବେଳେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ କାର୍ଯ୍ୟରତ ଥିଲେ।

ଗତକାଲି ରାତିରେଏହି ଘଟିଥିଲା ଦୁର୍ଘଟଣା। ରସୁଳଗଡ଼ ଛକରୁ କଳ୍ପନା ଅଭିମୁଖେ ଏକ ସ୍ୱିଫ୍ଟ କାର୍‌ ନେଇ ଯାଉଥିଲେ । ବର୍ଷା ଯୋଗୁଁ ରାସ୍ତା ଖାଳଖମା ରହିଥିବା ବେଳେ। ସେହି ଖାଲରେ ପଡିବା କାରଣରୁ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଆହତ ଅବସ୍ଥାରେ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି କ୍ୟାପିଟାଲ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ କରାଯାଇଛି।

 

Barsha

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

35 mins ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

49 mins ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

1 hour ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

1 hour ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

1 hour ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

2 hours ago