ରାଜ୍ୟ

ରାତି ଅଧରେ ଘର ଭିତରକୁ ମାଡ଼ିଗଲା ଇନୋଭା କାର, ଶୋଇଥିବା ଅବସ୍ଥାରେ ମହିଳା ମୃତ

ବୌଦ୍ଧ(କେନ୍ୟୁଜ୍): ବୌଦ୍ଧ ରାଧାନଗର ଗାଁରେ ରାତି ଅଧରେ ଘର ଭିତରକୁ ପଶିଲା ଇନୋଭା କାର। ଘରେ ସୋଇଥିବା ମହିଳାଙ୍କ ଉପରକୁ ମାଡ଼ିଗଲା  କାର । ଘଟଣା ସ୍ଥଳରେ ମହିଳାଙ୍କ ମୃତ ହୋଇଥିବା ସୂଚନା । ମୃତ ମହିଳା ଜଣକ ହେଲେ ରାଧାନଗର ଗାଁର ପାଣେଶ୍ବରୀ ଧଳ । ଇନୋଭା କାରଟି ଚାରିଛକ ପଟୁ ବୌଦ୍ଧ ଆଡକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । କାରଟି ରାସ୍ତା ପାଶ୍ୱର୍ରେ ଥିବା ଏକ ଚାଳଛପର ଘର ଉପରପଟୁ ପଶି ଓଲଟି ପଡିଥିଲା ।

ଦୁର୍ଘଟଣାରେ ଘର ମଧ୍ୟରେ ଥିବା ମହିଳାଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣା ସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା। ଘଟଣା ସ୍ଥଳରୁ ଡ୍ରାଇଭର ଚମ୍ପଟ ମାରିଥିବା ସୂଚନା। କ୍ଷତିପୂରଣ ଦାବି ନେଇ ଉତ୍ୟକ୍ତ ଲୋକେ ଅବରୋଧ କଲେ ଖୋର୍ଦ୍ଧା ବାଲାଙ୍ଗୀର ୫୭ତମ ଜାତୀୟ ରାଜପଥ ଅବରୋଧ । ଉଭୟ ପାର୍ଶ୍ୱରେ ଅଟକି ରହିଛି ସହ ସହ ଗାଡ଼ି ମଟର ।ଘଟଣା ସ୍ଥଳରେ ବୌଦ୍ଧ ପୋଲିସ ପହଁଛି ଅଧିକ ତଦନ୍ତ ଜାରି ରଖିଛି।

KNews Bureau

Recent Posts

ବିଦ୍ୟୁତ ଆଘାତରେ ଦନ୍ତା ମୃତ, ଖାଦ୍ୟ ଅନ୍ବେଷଣରେ ଗାଁକୁ ପଶି ଆସିଥିଲା

ସମ୍ବଲପୁର : ବିଦ୍ୟୁତ ଆଘାତରେ ଦନ୍ତା ମୃତ। ସମ୍ବଲପୁର ସଦର ରେଞ୍ଜ ଫରେଷ୍ଟ ଡିଭଜନ ଯୁଯୁମୁରା ରେଞ୍ଜ ବସିଆପଡା ଗାଁରେ…

22 mins ago

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ, ଦୁଇ ଗୁରୁତର

ନୂଆପଡ଼ା(କେନ୍ୟୁଜ): ଭୟଙ୍କର ସଡ଼କ ଦୁର୍ଘଟଣାରେ ଗଲା ୪ ଜୀବନ । ଦୁଇ ଜଣ ଗୁରୁତର ହୋଇ ଡାକ୍ତରଖାନରେ ଚିକିତ୍ସିତ ହେଉଛନ୍ତି…

59 mins ago

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

9 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

13 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

13 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

13 hours ago