କେନ୍ୟୁଜ୍(ବ୍ୟୁରୋ): ଅର୍ଚ୍ଚନା ନାଗ ହନିଟ୍ରାପ୍ ମାମଲାରେ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ NBW । ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରିଛି ସିବିଆଇ କୋର୍ଟ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲାରେ NBW ଜାରି ହୋଇଛି । ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ କୋର୍ଟରେ ହାଜର ହେଉ ନଥିଲେ ଶ୍ରଦ୍ଧାଞ୍ଜଳି ବେହେରା । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଟାଳି ଚାଲିଥିଲେ ।
କୋର୍ଟରେ ହାଜର ହେବାକୁ ଶେଷ ତାରିଖ ଆଣିଥିଲେ ଶ୍ରଦ୍ଧାଞ୍ଜଳି । ଆଜି PMLA କୋର୍ଟରେ ହାଜର ହେବାକୁ ରହିଥିଲା ନିର୍ଦ୍ଦେଶ । କିନ୍ତୁ ସ୍ୱାସ୍ଥ୍ୟଗତ କାରଣରୁ ଶ୍ରଦ୍ଧାଞ୍ଜଳୀ କୋର୍ଟରେ ହାଜର ହୋଇନଥିଲେ । ତାଙ୍କ ତରଫରୁ ଓକିଲ ଅଶୋକ ଦାସ ହାଜର ହୋଇଥିଲେ । ଆଜି ନ ଆସିବାରୁ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି ହୋଇଛି । ଆସନ୍ତା ୩ ତାରିଖରେ ପରବର୍ତ୍ତୀ ଶୁଣାଣି ରହିଛି ।
ନୂଆଦିଲ୍ଲୀ: ସଂସଦ ଇତିହାସରେ ପ୍ରଥମ । ଲୋକସଭା ବାଚସ୍ପତି ପାଇଁ ପ୍ରଥମ ଥର ହେବ ନିର୍ବାଚନ। ସ୍ପିକର ପଦ ପାଇଁ…
ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…
ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…
ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…
ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…