ଆଜି ପ୍ରକାଶ ପାଇବ CBSE ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ

କେନ୍ୟୁଜ୍: ଆଜି CBSE ପରୀକ୍ଷାଫଳ ପ୍ରକାଶ ପାଇବ । CBSE ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷାଫଳ ପ୍ରକାଶ ପାଇବ । ସକାଳ ୧୦ଟାରେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଫଳ ପ୍ରକାଶ ପାଇବାକୁ ଥିବା ବେଳେ ଅପରାହ୍ନ ୨ଟାରେ ଦଶମ ଶ୍ରେଣୀ ପିଲାଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ ।

WWW.CBSE.GOV.IN  ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ । ଦ୍ୱାଦଶରେ ପ୍ରାୟ ୧୨ ଲକ୍ଷ ଛାତ୍ରଛାତ୍ରୀ ଓ ଦଶମରେ ୨୦ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

Leave A Reply

Your email address will not be published.