Below header

ଚାଲିଛି ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା, ଆଜି ଇଂରାଜୀ ପରୀକ୍ଷା ଦେଉଛନ୍ତି ୧୦ମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ବର: ଚାଲିଛି ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା । ଗତ ୧୫ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଆଜି ଓଡ଼ିଶାରେ ସିବିଏସ୍‌ଇ ଏଗ୍‌ଜାମ ଆରମ୍ଭ ହୋଇଛି । ଆଜି ଇଂରାଜୀ ପରୀକ୍ଷା ଦେଉଛନ୍ତି ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ପ୍ରତିଦିନ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ସକାଳ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ବାଧ୍ୟତାମୂଳକ । ୧୦ଟା ୧୫ ମଧ୍ୟରେ ପରୀକ୍ଷାର୍ଥୀଙ୍କୁ ଉତ୍ତରଖାତା ଓ ପ୍ରଶ୍ନପତ୍ର ଦିଆଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.