ବାଲେଶ୍ୱର : ବାବା ଚନ୍ଦନେଶ୍ୱରଙ୍କ ପୀଠରେ ଚାଲିଛି ଚଡ଼କ ଯାତ୍ରା

ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ଆରମ୍ଭ ହୋଇଛି ଚଡ଼କଯାତ୍ରା। ସେଠାରେ ଥିବା ବାବା ଚନ୍ଦନେଶ୍ୱରଙ୍କ ପୀଠରେ ଚାଲିଛି ଚଡ଼କ ଯାତ୍ରା । ଏନେଇ ପ୍ରତିଦିନ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟୁଛି। ଜିଲ୍ଲା ପ୍ରଶାସନ ଓ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ମେଳାର ସୁପରିଚାଳନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.