କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ବରରେ ପୁଣି ମାତିଲେ ଚେନ ଲୁଟେରା। ମହିଳାଙ୍କୁ ବେକରୁ ଚେନ ଛଡାଇ ଖସିଯାଉଥିବା ବେଳେ କାବୁ କଲେ ଲୋକେ। ରାଜଧାନୀର ନାଲକୋ ଛକରେ ଘଟିଛି ଏଭଳି ଘଟଣା। ମିଳିଥିବା ସୂଚନା ମୁତାବକ ବ୍ୟାଙ୍କ ସାମ୍ନାରେ ଚାଲି ଚାଲି ଯାଉଥିବା ଜଣେ ଜଣେ ମହିଳା। ଏହି ସମୟରେ ଦୁଇ ଜଣ ଯୁବକ ବାଇକରେ ଆସି ତାଙ୍କ ବେକରୁ ଚେନ ଝାମ୍ପିନେବାକୁ ଉଦ୍ୟମ କରିଥିଲେ।
ମହିଳା ଜଣକ ଚିତ୍କାର କରିବାରୁ ସେଠାରେ ଉପସ୍ଥିତ ଥିବା ଲୋକେ ଲୁଟେରା ଦ୍ବୟଙ୍କୁ କାବୁ କରି ପୋଲିସକୁ ଫୋନ କରିଥିଲେ। ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୁଟେରା ଦ୍ବୟଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି।
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…
ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…
ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…
ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…