ଆଜି ଠାରୁ ଆରମ୍ଭ ହୋଇଛି ମାଁ ତାରାତାରିଣୀଙ୍କ ଚୈତ୍ର ଯାତ୍ରା

ଆଜି ଠାରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ।‌ ଆଜି ଚୈତ୍ର ଯାତ୍ରାର ପ୍ରଥମ ମଙ୍ଗଳବାର । ଆଉ ଏଥିପାଇଁ ଆଜି ସକାଳୁ ସକାଳୁ ମାଙ୍କୁ ଦର୍ଶନ କରିବା ନିମନ୍ତେ ଭକ୍ତଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି ।

ବ୍ରହ୍ମପୁର(କେନ୍ୟୁଜ) : ଆଜି ଠାରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ।‌ ଆଜି ଚୈତ୍ର ଯାତ୍ରାର ପ୍ରଥମ ମଙ୍ଗଳବାର । ଆଉ ଏଥିପାଇଁ ଆଜି ସକାଳୁ ସକାଳୁ ମାଙ୍କୁ ଦର୍ଶନ କରିବା ନିମନ୍ତେ ଭକ୍ତଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି । ଚୈତ୍ର ଯାତ୍ରା ସମୟରେ ମା’ଙ୍କୁ ଦର୍ଶନ କଲେ ସମସ୍ତ ପ୍ରକାରର ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ଭକ୍ତଙ୍କ ଅତୁଟ ବିଶ୍ବାସ ରହିଛି ।

Leave A Reply

Your email address will not be published.