ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର, ଆସନ୍ତାକାଲିଠୁ ପ୍ରବଳ ବର୍ଷିବ!

ଭୁବନେଶ୍ବର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଓଡ଼ିଶାର ପଶ୍ଚିମରେ ସୀମାନ୍ତରେ ୩ ଦିନ ପର୍ଯ୍ୟନ୍ତ ବଡ ବର୍ଷାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ ଭାବେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ରାୟଗଡ଼ା,କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.