ଭୁବନେଶ୍ୱରରେ କାଳବୈଶାଖୀ ସମ୍ଭାବନା!

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି । ଭୁବନେଶ୍ୱରରେ ଆକାଶ ମେଘାଚ୍ଛନ୍ନ ଦେଖାଦେଲାଣି । କାଳବୈଶାଖୀର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.