ରାଜ୍ୟ

ଭଦ୍ରକ ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠରେ ଚନ୍ଦନଯାତ୍ରା ପର୍ବ ଆରମ୍ଭ

ଚାନ୍ଦବାଲି: ଭଦ୍ରକ ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠରେ ଆରମ୍ଭ ହୋଇଛି ଚନ୍ଦନଯାତ୍ରା ପର୍ବ । ଅକ୍ଷୟ ତୃତୀୟାଠାରୁ ଯାତ୍ରା ଆରମ୍ଭ ହୋଇ ୨୧ ଦିନ ଧରି ଚାଲିବ । ମହାମାରୀ କଟକଣା ଯୋଗୁ ଚଳିତବର୍ଷ ଶିବଗଙ୍ଗା ପୁଷ୍କରିଣୀରେ ବାବାଙ୍କ ଚାପଡଙ୍ଗା ଖେଳାଯାଇନାହିଁ । କେବଳ ମନ୍ଦିର ବେଢ଼ାରେ ସମ୍ପନ୍ନ ହୋଇଛି ରୀତିିନୀତି ।

ଚନ୍ଦନଯାତ୍ରା ପାଇଁ ବାବା ଆଖଣ୍ଡଳମଣୀଙ୍କ ଚଳନ୍ତି ପ୍ରତିମା ଚନ୍ଦ୍ରଶେଖର ମୂର୍ତ୍ତିକୁ ପାଳିଆ ସେବକ ମହାସ୍ନାନ କରିବା ପରେ ସୁସଜ୍ଜିତ କରାଯାଇଥିଲା । ପରେ ଚନ୍ଦ୍ରଶେଖରଙ୍କ ପାଖରେ ପୂଜା, ହୋମ ହେବା ପରେ ନୀତି ଭୋଗ ଲାଗି ହୋଇଥିଲା । ଲକଡାଉନ କଟକଣା ଯୋଗୁ ବାବାଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି ଭକ୍ତ ।

KNews Bureau

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

31 mins ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

2 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

3 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

5 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

6 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

6 hours ago