ଭଦ୍ରକ (କେନ୍ଯୁଜ୍) : ଅନ୍ଧାରରେ ଭଦ୍ରକ ଜିଲ୍ଲାର ଚାନ୍ଦବାଲି । ୩ ଦିନ ହେବ ଚାନ୍ଦବାଲି ସମେତ ୩୦ଟି ପଞ୍ଚାୟତରେ ବିଦ୍ୟୁତ୍ ସେବା ଠପ୍ ହୋଇ ଯାଇଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ବିଜୁଳି ନଥିବାରୁ ପାଇପ ପାଣି ଯୋଗାଣ ମଧ୍ୟ ବାଧାପ୍ରାପ୍ତ ହୋଇଛି । ଗତ ମଙ୍ଗଳବାର ରାତିରୁ ବିଜୁଳି କାଟ ହୋଇଥିଲା । କାହିଁକି ବିଜୁଳି କାଟ ହୋଇଛି, ସେ ସଂପର୍କରେ ପଚାରିଲେ ବିଦ୍ୟୁତ୍ ବିଭାଗ ମଧ୍ୟ କିଛି ଉତ୍ତର ଦେଉନି । ଏହାକୁ ନେଇ ଲୋକଙ୍କ ଭିତରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାର ପ୍ରତିବାଦରେ ଲୋକେ ରାସ୍ତାକୁ ଓହ୍ଲାଇବାକୁ ସଜବାଜ ହେଉଛନ୍ତି ।
ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…
ସିକ୍କିମ୍ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…
ସୋସିଆଲ ମିଡିଆରେ ରିଲ୍ସ କରିବାକୁ ନେଇ ଲୋକଙ୍କ ମଧ୍ୟରେ ଏତେ ଉତ୍ସାହ ରହୁଛି ଯେ ନିୟମ ସୁଦ୍ଧା ମାନିବାକୁ ସେମାନେ ପ୍ରସ୍ତୁତ…
ବଲିଉଡ ଷ୍ଟାର ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ 'ସରଫିରା'ଟ୍ରେଲର ରିଲିଜ୍ ହୋଇଛି । ଖିଲାଡୀ କୁମାରଙ୍କ ଅପ୍କମିଂ ଫିଲ୍ମ ସରଫିରା…
ଇକ୍ୱାଡୋରରେ ବର୍ଷା ରଚିଛି ତାଣ୍ଡବ । ପ୍ରବଳ ବର୍ଷା ଯୋଗୁଁ ଲୋକଙ୍କୁ ଅନେକ ସମସ୍ୟା ସାମ୍ନା କରିଛନ୍ତି । ମଧ୍ୟ…
ଯାଜପୁର(କେନ୍ୟୁଜ୍) : ସାରା ରାଜ୍ୟରେ ମେଲିଛି ରଜର ଆସର । ଧୁମ୍ ଧାମ୍ ରେ ଏଥର ସବୁଠି ପାଳିତ ହୋଇଯାଇଛି…