ରାଜ୍ୟ

ନବ ଦାସ ହତ୍ୟା ମାମଲା: ଆଜି ଗୋପାଳ ବିରୋଧରେ ହୋଇପାରେ ଚାର୍ଜଫ୍ରେମ୍

ଝାରସୁଗୁଡ଼ା (କେନ୍ୟୁଜ): ନବ ଦାସ ହତ୍ୟା ମାମଲାରେ ଆଜି ଗୋପାଳ ବିରୋଧରେ ହୋଇପାରେ ଚାର୍ଜଫ୍ରେମ୍। ଝାରସୁଗୁଡ଼ା ଅତିରିକ୍ତ ଜିଲ୍ଲା ଦୌରା ଜଜ୍ କୋର୍ଟରେ ଚାର୍ଜ ଫ୍ରେମ ଦାଖଲ କରାଯିବ। ଏଥିପାଇଁ କଡ଼ା ସୁରକ୍ଷା ମଧ୍ୟରେ ତାକୁ ଚୌଦ୍ବାର ଜେଲରୁ ଝାରସୁଗୁଡା ଅଣାଯିବ। କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ କରୁଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ହତ୍ୟାକାଣ୍ଡ ସମ୍ପର୍କରେ ଅନ୍ତରୀଣ ଚାର୍ଜସିଟ୍ କୋର୍ଟରେ ମେ ୨୬ ତାରିଖରେ ଦାଖଲ କରିସାରିଛି କ୍ରାଇମବ୍ରାଞ୍ଚ। ଗୋପାଳ ନାଁରେ ଆଜି ଚାର୍ଜ ଫ୍ରେମ ହେବା ପରେ ଅତିରିକ୍ତ ଜିଲ୍ଲା ଦୌରାଜର୍ଜ କୋର୍ଟରେ ଏହି ମାମଲାର ଶୁଣାଣି ଆରମ୍ଭ ହେବ। ଜାନୁଆରୀ ୨୯ ତାରିଖରେ ଗୁଳି କରି ନବ ଦାସଙ୍କୁ ହତ୍ୟା କରିଥିଲା ଗୋପାଳ।

 

Barsha

Recent Posts

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 min ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

18 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

51 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

53 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

59 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

1 hour ago