ପୁରୀ ଶରଧାବାଲିରେ ଚତୁର୍ଦ୍ଧାମୂର୍ତ୍ତି, ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ

ପୁରୀ(କେନ୍ୟୁଜ୍) : ପୁରୀ ଶରଧାବାଲିରେ ତିନି ରଥ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ନବଦିନାତ୍ମକ ଯାତ୍ରାରେ ଆସିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁ ଆଡ଼ପ ମଣ୍ଡପକୁ ବିଜେ କରିବେ । ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଚାରିଆଡ଼େ ଭକ୍ତିମୟ ପରିବେଶ । ରଥାରୁଢ ତିନି ଠାକୁରଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ଦର୍ଶନ କରୁଛନ୍ତି ଭକ୍ତ । ଅପରାହ୍ନ ପର୍ଯ୍ୟନ୍ତ ଚତୁର୍ଦ୍ଧାମୂର୍ତ୍ତି ରଥ ଉପରେ ରହିବେ । ଅପରାହ୍ନ ପରେ ତିନି ଠାକୁର ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ଆଡପ ବିଜେ ପରେ ଦର୍ଶନ ବନ୍ଦ ରହିବ । ପହଣ୍ଡି ବିଜେ ପର ଦିନ ଦର୍ଶନ ଆରମ୍ଭ ହେବ । ଆଜି ଆଡପ ବିଜେ ପରେ ବାହାରିବ ଆଡପ ଅଭଡା ।

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

21 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

24 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

28 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

40 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

57 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago