Below header

ପୋଲିସରେ ନିଯୁକ୍ତି ନାଁରେ ଠକେଇ ଅଭିଯୋଗ, ଠକ ଗିରଫ

ପୋଲିସରେ ନିଯୁକ୍ତି ନାଁରେ ଠକେଇ । କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଠକେଇ ଟଙ୍କାରେ ଦାମୀ ଗାଡି ଓ ବାଇକ କିଣି ଅୟସ କରୁଥିଲା ଅଭିଯୁକ୍ତ । ଏହି ଘଟଣାରେ ମୟୂରଭଞ୍ଜ ରାଇରଙ୍ଗପୁର ଅଞ୍ଚଳରୁ ଠକ ଦେବବ୍ରତକୁ ଗିରଫ କରିଛି ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ।

ଭୁବନେଶ୍ୱର : ପୋଲିସରେ ନିଯୁକ୍ତି ନାଁରେ ଠକେଇ । କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଠକେଇ ଟଙ୍କାରେ ଦାମୀ ଗାଡି ଓ ବାଇକ କିଣି ଅୟସ କରୁଥିଲା ଅଭିଯୁକ୍ତ । ଏହି ଘଟଣାରେ ମୟୂରଭଞ୍ଜ ରାଇରଙ୍ଗପୁର ଅଞ୍ଚଳରୁ ଠକ ଦେବବ୍ରତକୁ ଗିରଫ କରିଛି ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ।

D2S Consultancy ନାଁରେ ଏକ ସଂସ୍ଥା ଖୋଲି ଠକ ଦେବବ୍ରତ ଲୋକଙ୍କୁ ଚାକିରି ଦେବାକୁ କହୁଥିଲା । ଆଶାୟୀଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିଲା ଧୂର୍ତ୍ତ ଦେବବ୍ରତ । ଏନେଇ ଅଭିଯୋଗ ପରେ ଦେବବ୍ରତକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.