Below header

ପୋଲାଭରମ୍ ପ୍ରକଳ୍ପ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ପୋଲାଭରମ୍ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ପ୍ରକଳ୍ପ କାର‌୍ୟ୍ୟ ବନ୍ଦ କରିବାକୁ ଅନୁରୋଧ କରିଛନ୍ତି ନବୀନ ପଟ୍ଟନାୟକ। ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ପୋଲାଭରମ୍ ବନ୍ଦ ନହେଲେ ମାଲକାନଗିରି ପ୍ରଭାବିତ ହେବ। ବୁଡ଼ିଯିବ ମାଲକାନଗିରି ଜିଲ୍ଲାର ବହୁ ଆଦିବାସୀ ଗାଁ। ଏଥିରେ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.