ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍): ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କ ଉଦ୍ୟମ ପ୍ରଶଂସନୀୟ। ଆଶାତୀତ ଫଳାଫଳ ପାଇନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.