୭୪ ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର (କେନ୍ୟୁଜ): ଆଜି ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଶୁଭ ଦିନରେ ଆସନ୍ତୁ ଦେଶ ପାଇଁ ସ୍ବାଧୀନତା ସଂଗ୍ରାମୀଙ୍କ ନିଃସ୍ବାର୍ଥପର ବଳିଦାନକୁ ମନେ ପକାଇବା ଏବଂ ସମ୍ବିଧାନରେ ଦର୍ଶାଯାଇଥିବା ଆଦର୍ଶକୁ ପାଳନ କରିବାକୁ ପ୍ରତିଜ୍ଞା କରିବା।
Warm wishes on 74th #RepublicDay. On this auspicious day, let’s remember the selfless sacrifices of freedom fighters for the nation and pledge to follow the ideals enshrined in the Constitution in letter and spirit. #JaiHind pic.twitter.com/QMJi8eTaPa
— Naveen Patnaik (@Naveen_Odisha) January 26, 2023
ଆଜି ସରସ୍ବତୀ ପୂଜା ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ଶୁଭେଚ୍ଛ ଜଣାଇ କହିଛନ୍ତି, ପବିତ୍ର ବସନ୍ତ ପଞ୍ଚମୀ ତଥା ମା’ ସରସତୀଙ୍କ ପୂଜା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ବିଦ୍ୟା ପ୍ରଦାୟିନୀ ମା’ ସରସତୀଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ଜ୍ଞାନର ଭଣ୍ଡାରରେ ପରିପୂର୍ଣ୍ଣ ହେବା ସହ ସୁଖ ଓ ଆନନ୍ଦମୟ ହେଉ।