ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।  ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ  ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ  ହେବ ଓଡିଆ ଅସ୍ମିତାର  ଅନନ୍ୟ ନିଦର୍ଶନ।
ଜଗତର  ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ ।
Niharanjan

Recent Posts

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

7 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

8 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

51 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

55 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago