Below header

ରୁକୁଡ଼ା ମଧ୍ୟମ ଜଳସେଚନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦିନିକିଆ ବଣାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତରେ ରୁକୁଡ଼ା ମଧ୍ୟମ ଜଳସେଚନ ପ୍ରକଳ୍ପ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ରୁକୁଡା ଜଳସେଚନ ପ୍ରକଳ୍ପ ୨୯୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି। ରୁକୁଡା ନଦୀ ଉପରେ ନିର୍ମିତ ହୋଇଥିବା ଏହି ପ୍ରକଳ୍ପ ଦ୍ୱାରା ଗୁରୁଣ୍ଡିଆ ଏବଂ ବଣାଇ ବ୍ଳକର ୫ ହଜାର ୭୫୦ ହେକ୍ଟର ଜମି ଜଳସେଚିତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.