Below header

ସ୍କିଲ୍ ମ୍ୟୁଜିୟମର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ : ଖୋଲିଲା ଦକ୍ଷତା ସଂଗ୍ରହାଳୟ । ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଏହାର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ହେଉଛି ଦେଶର ପ୍ରଥମ ଦକ୍ଷତା ସଂଗ୍ରହାଳୟ । ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ସୁଯୋଗ ଓ ସମ୍ଭାବନା ବୃଦ୍ଧି ଦିଗରେ ଏହା ଏକ ଅଗ୍ରଣୀ ଚିନ୍ତାଧାରା । ଦକ୍ଷତାର ପୁନର୍ବିନ୍ୟାସ ସହ ଉଦ୍ୟୋଗୀ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣାଦାୟୀ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.