ରାଜ୍ୟ

ଭୁବନେଶ୍ୱର ମହାନଗର ନିଗମର ନୂଆ ଠିକଣା, ବିଏମସି ICOMC ଟାଓ୍ଵାରକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍):ଭୁବନେଶ୍ୱର ମହାନଗର ନିଗମର ନୂଆ ଠିକଣା ସତ୍ୟନଗରର ବିଏମସି ICOMC ଟାଓ୍ଵାର । ନୂତନ କାର୍ଯ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୨ ମହଲା ବିଶିଷ୍ଟ ଏହି ଟାଓ୍ଵାରରେ ସ୍ମାର୍ଟ ସିଟି ଅଫିସ କାର୍ଯ୍ୟ ଚାଲିବ । ପ୍ରଥମ ମହଲାରୁ ପଞ୍ଚମ ମହଲା ପର୍ଯ୍ୟନ୍ତ ବିଏମସିର କାର୍ଯ୍ୟାଳୟ ରହିବ ।

ଏହି ଅବସରରେ ବିଏମସିର ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ଯୋଗ ଦେଇ ସଫା ଆପକୁ ଉନ୍ମୋଚନ କରିଥିଲେ ମୁଖ୍ୟମନ୍ତ୍ରୀ । ସଫା ଆପ୍‌ ମାଧ୍ୟମରେ ରାଜଧାନୀବାସୀଙ୍କ ପରିମଳ ଜନିତ ସମସ୍ୟା ଦୂର କରିବ । କାର୍ଯ୍ୟକ୍ରମ ଶେଷରେ ମୁମନ୍ତ୍ରୀଙ୍କ ସହ କର୍ପୋରେଟର, ବିଧାୟକ,ମନ୍ତ୍ରୀଙ୍କ ଫଟୋ ସୁଟ୍‌ ହୋଇଥିଲା ।

 

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

2 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

4 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

5 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

6 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

7 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

7 hours ago