Below header

ଭୁବନେଶ୍ବରରୁ ସୁରତକୁ ବିମାନ ସେବା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ୍) : କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ଭୁବନେଶ୍ୱରରୁ ସୁରଟକୁ ବିମାନ ଚଳାଚଳ ପାଇଁ ଅନୁରୋଧ କରିଛନ୍ତି ନବୀନ । ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ସୁରଟରେ ଲକ୍ଷାଧିକ ଓଡ଼ିଆ ରହୁଛନ୍ତି । ସେମାନଙ୍କ ସୁବିଧା ପାଇଁ ଭୁବନେଶ୍ୱରରୁ ବିମାନସେବା ଆରମ୍ଭ କରାଯାଉ । ଏଭଳି ହେଲେ ଦୁଇ ସହରର ପର୍ୟ୍ୟଟକଙ୍କ ପାଇଁ ମଧ୍ୟ ସୁବିଧା ହୋଇପାରିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.