Below header

ପ୍ରଭୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି : କହିଲେ, ବ୍ୟାଙ୍କକ ଓ ବେଙ୍ଗାଲୁରୁକୁ ବିମାନସେବା ବନ୍ଦ ଯୋଗୁଁ ପ୍ରଭାବିତ ହେବ ରାଜ୍ୟ

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ୟାଙ୍କକ ଓ ବେଙ୍ଗାଲୁରୁକୁ ବିମାନସେବା ବନ୍ଦ ନେଇ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ବିମାନସେବା ବନ୍ଦ ଯୋଗୁ ରାଜ୍ୟ ପ୍ରଭାବିତ ହେବା ଆଶଙ୍କା ରହିଛି। ଏହା ସହ ଦକ୍ଷିଣ-ପୂର୍ବ ଏସିଆ ରାଷ୍ଟ୍ରକୁ ବିମାନଉଡାଣ ପାଇଁ ପ୍ରସ୍ତାବ ଦେଇଛନ୍ତି। ସିଙ୍ଗାପୁର, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାକୁ ମଧ୍ୟ ବିମାନଉଡାଣ ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।letter

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.