ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ବର: ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧା ଘୋଷଣା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହା ଦ୍ୱାରା ୬୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଲେଖାଏଁ ବୀମା ମିଳିବ। କରୋନାରେ ମୃତ୍ୟୁବରଣ କଲେ ମିଳିବ ୧୫ ଲକ୍ଷ ଟଙ୍କା ସହାୟତା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.