ରାଜ୍ୟ

୩୫ ଲକ୍ଷ ଚାଷୀଙ୍କୁ ମିଳିଲା ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି ଟଙ୍କା, ବିତରଣ କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ(ବ୍ୟୁରୋ): ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୫ ଲକ୍ଷ ଚାଷୀଙ୍କୁ ମିଳିଲା ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି ଟଙ୍କା। ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃିଷିଋଣ ସମବାୟ ସମିତିମାନଙ୍କୁ ୨୦୨୨-୨୩ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତିର ବିତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଚାଷୀମାନେ ଅର୍ଥନୀତିର ଆତ୍ମା ଓ ବିକାଶର ଧାରା। ଚାଷୀ, ଯୁବପିଢ଼ି ଓ ମା’ମାନେ ସଶକ୍ତ ଓଡ଼ିଶାର ସାଥୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସ୍ୱତନ୍ତ୍ର ବଜେଟ ହୋଇଛି। କାଳିଆ ଶିକ୍ଷା ବୃତ୍ତି ଚାଷୀମାନଙ୍କ ପିଲାମାନଙ୍କୁ ଦିଆଯାଉଥିବା କହିଛନ୍ତି ନବୀନ।

KNews Bureau

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କ ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିବ । ଆପଣ କର୍ମକ୍ଷେତ୍ରରେ କୌଣସି ବିତର୍କରୁ ଦୂରେଇ ରହିବା ଉଚିତ୍…

4 hours ago

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

6 hours ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

7 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

7 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

7 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

7 hours ago