Below header

ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ତାଙ୍କୁ ସର୍ବଦା ଅମର କରି ରଖିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ୍): ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଏକ ୟୁଗର ଅବସାନ ଘଟିଛି।

ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ୱର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.