ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍):  ଭାରତର ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ୨୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଦିଲ୍ଲୀ ଗସ୍ତ କରିବେ ନବୀନ ପଟ୍ଟନାୟକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.